ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୨୩ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୨୩ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୦୦୪ କୁ ବୃଦ୍ଧି ପାଇଥିବା ବେଳେ ୧୦୪୩୯୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୫୭୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର