ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ଯରେ କରୋନାର ଲମ୍ବ ଡିଆଁ: ଚିହ୍ନଟ ହେଲେ ଆଉ ୮,୩୮୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ଆଜି ୮ ହଜାର ପରା କରିଛି। ରାଜ୍ଯରୁ ଆଜି ୮,୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୪୭୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୬୦୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୨୮,୫୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୦ ଜଣ ରହିଥିବା […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ଆଜି ୮ ହଜାର ପରା କରିଛି। ରାଜ୍ଯରୁ ଆଜି ୮,୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୪୭୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୬୦୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୨୮,୫୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୦ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୯୩୩, କଟକ-୪୯୬, ଯାଜପୁର-୨୭୦, ପୁରୀ-୨୫୯, ଗଞ୍ଜାମ- ୨୦୯, ନୂଆପଡ଼ା- ୨୩୩, ବଲାଙ୍ଗୀର-୩୫୮, ବରଗଡ଼-୨୫୭, କଳାହାଣ୍ଡି- ୧୨୬, ଝାରସୁଗୁଡ଼ାରୁ୪୩୩, ନବରଙ୍ଗପୁର- ୩୮୮ ଓ ସମ୍ବଲପୁର ଜିଲ୍ଲାରୁ ୩୦୭  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

28 Apr 2021 By The Sakala

ରାଜ୍ଯରେ କରୋନାର ଲମ୍ବ ଡିଆଁ: ଚିହ୍ନଟ ହେଲେ ଆଉ ୮,୩୮୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ଆଜି ୮ ହଜାର ପରା କରିଛି। ରାଜ୍ଯରୁ ଆଜି ୮,୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୪୭୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୬୦୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୨୮,୫୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୦ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୯୩୩, କଟକ-୪୯୬, ଯାଜପୁର-୨୭୦, ପୁରୀ-୨୫୯, ଗଞ୍ଜାମ- ୨୦୯, ନୂଆପଡ଼ା- ୨୩୩, ବଲାଙ୍ଗୀର-୩୫୮, ବରଗଡ଼-୨୫୭, କଳାହାଣ୍ଡି- ୧୨୬, ଝାରସୁଗୁଡ଼ାରୁ୪୩୩, ନବରଙ୍ଗପୁର- ୩୮୮ ଓ ସମ୍ବଲପୁର ଜିଲ୍ଲାରୁ ୩୦୭  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର