ରାଜ୍ଯରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା: ଆଜି ଚିହ୍ନଟ ହେଲେ ଆଉ ୪୬୧ ନୂଆ ଆକ୍ରାନ୍ତ, ନୂଆପଡ଼ା ଜିଲାରୁ ସର୍ବାଧିକ ୮୬ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୪୦୦ ପାର କରିଛି। ରାଜ୍ଯରୁ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୭୨ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୧,୭୭୨ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ନୂଆପଡ଼ା ଜିଲାରୁ ୮୬ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୪୦୦ ପାର କରିଛି। ରାଜ୍ଯରୁ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୭୨ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୧,୭୭୨ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ନୂଆପଡ଼ା ଜିଲାରୁ ୮୬ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

02 Apr 2021 By The Sakala

ରାଜ୍ଯରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା: ଆଜି ଚିହ୍ନଟ ହେଲେ ଆଉ ୪୬୧ ନୂଆ ଆକ୍ରାନ୍ତ, ନୂଆପଡ଼ା ଜିଲାରୁ ସର୍ବାଧିକ ୮୬ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୪୦୦ ପାର କରିଛି। ରାଜ୍ଯରୁ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୭୨ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୧,୭୭୨ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ନୂଆପଡ଼ା ଜିଲାରୁ ୮୬ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

https://www.thesakala.in/latest-odisha-news/corona-update-odisha-2nd-april/article-1167
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର