ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୮ ହଜାର ୯୧୪ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୫୯୨, କଟକ-୫୮୭, ଯାଜପୁର-୨୩୨, ପୁରୀ-୫୩୦, ଗଞ୍ଜାମ- ୨୬୨, ନୂଆପଡ଼ା- ୨୭୮, ବଲାଙ୍ଗୀର-୨୯୧,ବରଗଡ଼-୪୫୨, କଳାହାଣ୍ଡି- ୨୩୬, ଝାରସୁଗୁଡ଼ାରୁ ୩୦୪, ନବରଙ୍ଗପୁର- ୪୩୩ ଓ ସମ୍ବଲପୁର ଜିଲ୍ଲାରୁ ୫୨୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

03 May 2021 By The Sakala

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୮ ହଜାର ୯୧୪ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୫୯୨, କଟକ-୫୮୭, ଯାଜପୁର-୨୩୨, ପୁରୀ-୫୩୦, ଗଞ୍ଜାମ- ୨୬୨, ନୂଆପଡ଼ା- ୨୭୮, ବଲାଙ୍ଗୀର-୨୯୧,ବରଗଡ଼-୪୫୨, କଳାହାଣ୍ଡି- ୨୩୬, ଝାରସୁଗୁଡ଼ାରୁ ୩୦୪, ନବରଙ୍ଗପୁର- ୪୩୩ ଓ ସମ୍ବଲପୁର ଜିଲ୍ଲାରୁ ୫୨୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର