ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୨୮ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୩ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୮ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୭୯୫୯କୁ ବୃଦ୍ଧି ପାଇଥିବା ବେଳେ ୧୦୧୪୪୧୨ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୨୮୦ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୮ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୭୯୫୯କୁ ବୃଦ୍ଧି ପାଇଥିବା ବେଳେ ୧୦୧୪୪୧୨ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୨୮୦ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଛୋଟ ଧରଣର ପ୍ରଶାସନିକ ଅଦଳବଦଳ କଲେ ସରକାର; ୪ ଓଏଏସ୍ ଅଫିସରଙ୍କ ବଦଳି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର