ରାଜ୍ଯରେ ଖସୁଛି ସଂକ୍ରମଣ: ଚିହ୍ନଟ ହେଲେ ଆଉ ୩ ହଜାର ୩୨୯ କରୋନା ପଜିଟିଭ୍
ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍ ସଂକ୍ରମଣ ହାରରେ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାର ୩୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ରୁ୧୯୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୯୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦୪ ଜଣ […]
ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍ ସଂକ୍ରମଣ ହାରରେ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାର ୩୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ରୁ୧୯୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୯୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୯୨୪୦ କୁ ବୃଦ୍ଧି ପାଇଥିବା ବେଳେ ୧୧୯୩୩୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୭୨୧୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 30th Jan
New Positive Cases: 3329
Of which 0-18 years: 504
In quarantine: 1934
Local contacts: 1395(Details of local contacts will be shared by concerned District)
1. Angul: 85
2. Balasore: 141
3. Bargarh: 46
4. Bhadrak: 57
5. Balangir: 67
6. Boudh: 49— I & PR Department, Odisha (@IPR_Odisha) January 31, 2022
23. Nawarangpur: 90
24. Nayagarh: 120
25. Nuapada: 129
26. Puri: 56
27. Rayagada: 66
28. Sambalpur: 115
29. Sonepur: 35
30. Sundargarh: 237
31. State Pool: 136New recoveries: 9191
Cumulative tested: 27627196
Positive: 1249240
Recovered: 1193365
Active cases: 47210— I & PR Department, Odisha (@IPR_Odisha) January 31, 2022