ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୮ ହଜାର ୨୧୬ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୫୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୭୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୫୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୭୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୬୩୬, କଟକ-୪୪୭, ଯାଜପୁର-୩୪୭, ପୁରୀ-୪୦୨, ଗଞ୍ଜାମ- ୬୯, ନୂଆପଡ଼ା- ୨୬୧, ବଲାଙ୍ଗୀର-୩୦୫,ବରଗଡ଼-୩୭୫, କଳାହାଣ୍ଡି- ୨୩୮, ଝାରସୁଗୁଡ଼ାରୁ ୩୧୬, ନବରଙ୍ଗପୁର- ୩୧୯ ଓ ସମ୍ବଲପୁର ଜିଲ୍ଲାରୁ ୩୮୫  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

04 May 2021 By The Sakala

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୮ ହଜାର ୨୧୬ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ଚିନ୍ତା ବଢାଇଛି।  ରାଜ୍ୟରୁ ଆଜି ୮,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୮୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୫୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୭୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୬୩୬, କଟକ-୪୪୭, ଯାଜପୁର-୩୪୭, ପୁରୀ-୪୦୨, ଗଞ୍ଜାମ- ୬୯, ନୂଆପଡ଼ା- ୨୬୧, ବଲାଙ୍ଗୀର-୩୦୫,ବରଗଡ଼-୩୭୫, କଳାହାଣ୍ଡି- ୨୩୮, ଝାରସୁଗୁଡ଼ାରୁ ୩୧୬, ନବରଙ୍ଗପୁର- ୩୧୯ ଓ ସମ୍ବଲପୁର ଜିଲ୍ଲାରୁ ୩୮୫  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର