ରାଜ୍ଯରେ ଖସୁଛି ସଂକ୍ରମଣ ଓ ମୃତ୍ଯୁ: ଆଜି ଚିହ୍ନଟ ହେଲେ ୪୫୩ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୩ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୫୩ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୮ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୮୧୯କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୬୦୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୪୯୩୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୫୩ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୮ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୮୮୧୯କୁ ବୃଦ୍ଧି ପାଇଥିବା ବେଳେ ୧୦୧୫୬୦୮ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୪୯୩୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୩ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ଜଣେ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାର ୨ଜଣ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର