ମନୋରଞ୍ଜନ
ଓଡ଼ିଶା
ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୦୫ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୧ପଜିଟିଭ୍
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୦୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୩୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୫୫୮କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୬ହଜାର୩୦୦ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୧୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୦୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୩୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୫୫୮କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୬ହଜାର୩୦୦ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୧୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି।
Covid-19 Report For 4th September
ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?New Positives Cases: 805
Of which 0-18 years: 131
In quarantine: 467
Local contacts: 338ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ହୃଦୟଛୁଆଁ କାହାଣୀ: ପରସ୍ପରକୁ ଜାବୁଡି ଧରି ବଞ୍ଚିଛନ୍ତି ୫ ଛୁଆ ଓରାଙ୍ଗଉଟାନ୍; ମା' ନାହିଁ, ହେଲେ ମା' ପରି ଅଛନ୍ତି ପରସ୍ପର(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 30
3. Bargarh: 5— I & PR Department, Odisha (@IPR_Odisha) September 5, 2021
21. Nayagarh: 10
22. Puri: 12
23. Rayagada: 2
24. Sambalpur: 21
25. Sundargarh: 16
26. State Pool: 83New recoveries: 826
Cumulative tested: 18411864
Positive: 1011558
Recovered: 996300
Active cases: 7158— I & PR Department, Odisha (@IPR_Odisha) September 5, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୮୩ଜଣ ରହିଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ ୭ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।






