ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୭୦ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୯୪୩କୁ ବୃଦ୍ଧି ପାଇଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୬୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 4th November
ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜNew positives: 170
Of which 0-18 years: 24
In quarantine: 98
Local contacts: 72(Details of local contacts will be shared by concerned District)
1. Balasore: 11
2. Bargarh: 2
3. Bhadrak: 4
4. Balangir: 3
5. Cuttack: 19
6. Deogarh: 1— I & PR Department, Odisha (@IPR_Odisha) November 5, 2021
20. Sundargarh: 5
21. State Pool: 14New recoveries: 447
Cumulative tested: 22296558
Positive: 1042943
Recovered: 1030889
Active cases: 3651— I & PR Department, Odisha (@IPR_Odisha) November 5, 2021
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୭୦ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୯୪୩କୁ ବୃଦ୍ଧି ପାଇଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୬୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 4th November
New positives: 170