ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୯୩ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୮୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୯୩ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୭ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୯୪୧୨କୁ ବୃଦ୍ଧି ପାଇଥିବା ବେଳେ ୧୦୧୬୧୬୫ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୪୯୬୭ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୯୩ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୭ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୯୪୧୨କୁ ବୃଦ୍ଧି ପାଇଥିବା ବେଳେ ୧୦୧୬୧୬୫ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୪୯୬୭ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

06 Oct 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୯୩ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୮୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୯୩ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୭ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୯୪୧୨କୁ ବୃଦ୍ଧି ପାଇଥିବା ବେଳେ ୧୦୧୬୧୬୫ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୪୯୬୭ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର