ରାଜ୍ୟରୁ ଚିହ୍ନଟ ହେଲେ ଆଉ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩୪୬୯କୁ ବୃଦ୍ଧି ପାଇଥିବା ବେଳେ ୧୦୩୧୮୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୨୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 6th November
New Positive Cases: 318
Of which 0-18 years: 58
In quarantine: 186
Local contacts: 132ଆହୁରି ପଢ଼ନ୍ତୁ: ଯାଜପୁର କାଳୀମେଘା ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା: ୫ ଅଭିଯୁକ୍ତ ଗିରଫ, ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ(Details of local contacts will be shared by concerned District)
1. Angul: 4
2. Balasore: 14
3. Bhadrak: 6
4. Balangir: 3
5. Cuttack: 31
6. Deogarh: 1— I & PR Department, Odisha (@IPR_Odisha) November 7, 2021
24. Sundargarh: 10
25. State Pool: 31New recoveries: 425
Cumulative tested: 22411230
Positive: 1043469
Recovered: 1031850
Active cases: 3209— I & PR Department, Odisha (@IPR_Odisha) November 7, 2021
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩୪୬୯କୁ ବୃଦ୍ଧି ପାଇଥିବା ବେଳେ ୧୦୩୧୮୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୨୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 6th November
New Positive Cases: 318
Of which 0-18 years: 58
In quarantine: 186
Local contacts: 132(Details of local contacts will be shared by concerned District)