କରୋନାର ଲମ୍ବ ଡିଆଁ: ରାଜ୍ଯରେ ୪ ହଜାର ମୁହାଁ ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୩୬୭୯ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର ସପ୍ତାହକ ଭିତରେ ରାଜ୍ୟର କରୋନା ସ୍ଥିତି ବଦଳିଗଲାଣି। ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ୩୬୭୯ […]

ଭୁବନେଶ୍ୱର ସପ୍ତାହକ ଭିତରେ ରାଜ୍ୟର କରୋନା ସ୍ଥିତି ବଦଳିଗଲାଣି। ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ୩୬୭୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୩୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୮୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୬୧୫୫ କୁ ବୃଦ୍ଧି ପାଇଥିବା ବେଳେ ୧୦୪୫୯୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୧୬୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

08 Jan 2022 By The Sakala

କରୋନାର ଲମ୍ବ ଡିଆଁ: ରାଜ୍ଯରେ ୪ ହଜାର ମୁହାଁ ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୩୬୭୯ ଆକ୍ରାନ୍ତ

ଭୁବନେଶ୍ୱର ସପ୍ତାହକ ଭିତରେ ରାଜ୍ୟର କରୋନା ସ୍ଥିତି ବଦଳିଗଲାଣି। ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ୩୬୭୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୩୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୮୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୬୧୫୫ କୁ ବୃଦ୍ଧି ପାଇଥିବା ବେଳେ ୧୦୪୫୯୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୧୬୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର