ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୧ ହଜାର ୮୦୭ ନୂଆ କରୋନା ଆକ୍ରନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ୧୧ ହଜାର ପାର କରିଛି। ରାଜ୍ୟରୁ ଆଜି ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୯୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୨୪,୦୦୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୧୯୨୨ ଜଣ ରହିଥିବା […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ୧୧ ହଜାର ପାର କରିଛି। ରାଜ୍ୟରୁ ଆଜି ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୯୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୨୪,୦୦୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୧୯୨୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା-୧୫୧୦, କଟକ-୧୦୫୨, ଯାଜପୁର-୩୦୨, ପୁରୀ-୪୫୪, ଗଞ୍ଜାମ- ୩୪୧, ନୂଆପଡ଼ା- ୨୮୬, ବଲାଙ୍ଗୀର-୪୩୭, ବାଲେଶ୍ବର-୨୬୦, ଅନୁଗୁଳ-୫୬୦, ଭଦ୍ରକ-୮୩,  ବରଗଡ଼-୪୨୮, କଳାହାଣ୍ଡି- ୪୦୨, ଝାରସୁଗୁଡ଼ାରୁ ୪୨୧, ନବରଙ୍ଗପୁର- ୪୧୯ ଓ ସମ୍ବଲପୁର ଜିଲ୍ଲାରୁ ୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

08 May 2021 By The Sakala

ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୧ ହଜାର ୮୦୭ ନୂଆ କରୋନା ଆକ୍ରନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ୧୧ ହଜାର ପାର କରିଛି। ରାଜ୍ୟରୁ ଆଜି ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୯୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୨୪,୦୦୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୧୯୨୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା-୧୫୧୦, କଟକ-୧୦୫୨, ଯାଜପୁର-୩୦୨, ପୁରୀ-୪୫୪, ଗଞ୍ଜାମ- ୩୪୧, ନୂଆପଡ଼ା- ୨୮୬, ବଲାଙ୍ଗୀର-୪୩୭, ବାଲେଶ୍ବର-୨୬୦, ଅନୁଗୁଳ-୫୬୦, ଭଦ୍ରକ-୮୩,  ବରଗଡ଼-୪୨୮, କଳାହାଣ୍ଡି- ୪୦୨, ଝାରସୁଗୁଡ଼ାରୁ ୪୨୧, ନବରଙ୍ଗପୁର- ୪୧୯ ଓ ସମ୍ବଲପୁର ଜିଲ୍ଲାରୁ ୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର