ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୬୨ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୦୨ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୬୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୩୫୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୮୫୯୧ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୮୫୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୬୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୩୫୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୮୫୯୧ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୮୫୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଗିରଫ ହେଲେ ଜଳସେଚନ ବିଭାଗର କୁବେର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଚଢ଼ାଉ ବେଳେ ଠାବ ହୋଇଥିଲା ବିପୁଳ ସଂପତ୍ତି

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୭୪ଜଣ ରହିଛନ୍ତି ।

08 Sep 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୬୨ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୦୨ ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୬୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୩୫୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୮୫୯୧ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୮୫୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୭୪ଜଣ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର