ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୦୪୧ କୁ ବୃଦ୍ଧି ପାଇଥିବା ବେଳେ ୧୦୩୨୫୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୦୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର