ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଆଜି ଆକ୍ରାନ୍ତଙ୍କ ସଂଖ୍ଯାରେ ସାମାନ୍ଯ ବୃଦ୍ଧି ଘଟିଛି। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଆଜି ଆକ୍ରାନ୍ତଙ୍କ ସଂଖ୍ଯାରେ ସାମାନ୍ଯ ବୃଦ୍ଧି ଘଟିଛି। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୮୦୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 31st December
ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରା ଜଗନ୍ନାଥ ସଂସ୍କୃତିକୁ ଅପମାନ: ଇସ୍କନର ମନମାନି ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଓଡ଼ିଆ ଅସ୍ମିତା ପରିଷଦNew Positive Cases: 298
Of which 0-18 years: 33
In quarantine: 176
Local contacts: 122ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ସୁଧୁରୁଛି ଆଇନଶୃଙ୍ଖଳା: ନୂଆ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନଙ୍କ କାର୍ଯ୍ୟଶୈଳୀକୁ ନେଇ ଚର୍ଚ୍ଚା(Details of local contacts will be shared by concerned District)
1. Balasore: 8
2. Bargarh: 4
3. Bhadrak: 2
4. Balangir: 1
5. Cuttack: 35
6. Deogarh: 1— I & PR Department, Odisha (@IPR_Odisha) January 1, 2022
New recoveries: 209
Cumulative tested: 25584629
Positive: 1055132
Recovered: 1044803
Active cases: 1814— I & PR Department, Odisha (@IPR_Odisha) January 1, 2022
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଆଜି ଆକ୍ରାନ୍ତଙ୍କ ସଂଖ୍ଯାରେ ସାମାନ୍ଯ ବୃଦ୍ଧି ଘଟିଛି। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୯୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୨୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୮୦୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 31st December
New Positive Cases: 298
Of which 0-18 years: 33
In quarantine: 176
Local contacts: 122(Details of local contacts will be shared by concerned District)