ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୪୭ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୪୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୪୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୨୦୯ କୁ ବୃଦ୍ଧି ପାଇଥିବା ବେଳେ ୧୦୩୩୯୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୭୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

About The Author: The Sakala