ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା 76 ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ […]

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା 76 ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୬୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୩୪୫୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୭୧୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

15 Nov 2021 By The Sakala

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା 76 ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୬୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୩୪୫୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୭୧୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

https://www.thesakala.in/latest-odisha-news/corona-updates-15-november/article-6867
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର