ରାଜ୍ୟରେ ପୁଣି ୧୨ ହଜାର ଟପିଲା ଦୈନିକ ସଂକ୍ରମଣ, ଆଜି ଚିହ୍ନଟ ହେଲେ ଆଉ ୧୨, ୫୨୩ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୨, ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୫୧୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୮୪୨୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୧୫, କଟକ- ୧୦୮୪, […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୨, ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୫୧୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୮୪୨୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୧୫, କଟକ- ୧୦୮୪, ଯାଜପୁର-୪୧୯, ପୁରୀ-୫୬୮, ଗଞ୍ଜାମ- ୩୬୯, ନୂଆପଡ଼ା- ୧୨୯, ବଲାଙ୍ଗୀର- ୨୯୬, ବାଲେଶ୍ବର- ୫୧୦, ଅନୁଗୁଳ-୯୩୦, ବରଗଡ଼-୩୧୫, କଳାହାଣ୍ଡି- ୪୯୧, ଝାରସୁଗୁଡ଼ାରୁ -୩୭୩, ନବରଙ୍ଗପୁର- ୩୮୩ ଓ ସମ୍ବଲପୁର ଜିଲ୍ଲାରୁ ୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଟାଙ୍ଗୀ ବ୍ଲକରେ ହାଇଡ୍ରାମା: ବିଜେପି ନେତାଙ୍କ ବିରୋଧରେ ଗର୍ଜିଲା ବିଜେଡି, ନ୍ୟାୟ ଦାବିରେ ସରକାରୀ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

21 May 2021 By The Sakala

ରାଜ୍ୟରେ ପୁଣି ୧୨ ହଜାର ଟପିଲା ଦୈନିକ ସଂକ୍ରମଣ, ଆଜି ଚିହ୍ନଟ ହେଲେ ଆଉ ୧୨, ୫୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୨, ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୫୧୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୮୪୨୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୮୪୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୧୫, କଟକ- ୧୦୮୪, ଯାଜପୁର-୪୧୯, ପୁରୀ-୫୬୮, ଗଞ୍ଜାମ- ୩୬୯, ନୂଆପଡ଼ା- ୧୨୯, ବଲାଙ୍ଗୀର- ୨୯୬, ବାଲେଶ୍ବର- ୫୧୦, ଅନୁଗୁଳ-୯୩୦, ବରଗଡ଼-୩୧୫, କଳାହାଣ୍ଡି- ୪୯୧, ଝାରସୁଗୁଡ଼ାରୁ -୩୭୩, ନବରଙ୍ଗପୁର- ୩୮୩ ଓ ସମ୍ବଲପୁର ଜିଲ୍ଲାରୁ ୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର