ରାଜ୍ଯରୁ ଆଉ ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୭୧ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୭୧ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୧୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୦,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୧ଜଣ ରହିଥିବା […]

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୭୧ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୧୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୪୦,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୧ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମାଟ୍ରିକ ପରୀକ୍ଷା ଦେଉଛନ୍ତି ଓଡ଼ିଶାର ସବୁଠାରୁ କମ୍ ଉଚ୍ଚତାର ଛାତ୍ରୀ ସୁନୀତା; ୧.୫ ଫୁଟ୍ ହେଲେ ବି ମନୋବଳ ଆକାଶଛୁଆଁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp