ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ରାଜ୍ଯରେ ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା: ଆଜି ୨୨୬୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୨ ହଜାର ପାର କରିଛି। ରାଜ୍ଯରୁ ଆଜି ୨୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୩୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୯୫୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୫୫,୩୫୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪୫୮ ଜଣ […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୨ ହଜାର ପାର କରିଛି। ରାଜ୍ଯରୁ ଆଜି ୨୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୩୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୯୫୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୫୫,୩୫୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା- ୩୪୮, କଟକ-୧୧୭, ନୂଆପଡ଼ା- ୧୦୪ ଓ ସମ୍ବଲପୁର ଜିଲ୍ଲାରୁ ୧୨୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ

14 Apr 2021 By The Sakala

ରାଜ୍ଯରେ ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା: ଆଜି ୨୨୬୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୨ ହଜାର ପାର କରିଛି। ରାଜ୍ଯରୁ ଆଜି ୨୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୩୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୯୫୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୫୫,୩୫୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା- ୩୪୮, କଟକ-୧୧୭, ନୂଆପଡ଼ା- ୧୦୪ ଓ ସମ୍ବଲପୁର ଜିଲ୍ଲାରୁ ୧୨୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର