ନକଲି ଔଷଧ ମାମଲା: ମୁଖ୍ୟ ଅଭିଯୁକ୍ତ ଶିବ ଜେନା ଗିରଫ

The Sakala Picture
Published On

କଟକ: ନକଲି ମେଡିସିନ୍ କାରବାର ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ଜେନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏଶଟିଏଫ୍ । ମେଡିଲଏଡ ମେଡିକାମେଣ୍ଟ ସଂସ୍ଥାର ଏମଡି ଶିବ ଜେନା । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗତକାଲି ଶିବଙ୍କ ପତ୍ନୀ ସମେତ ୩ ଜଣଙ୍କୁ ଗିରଫ କରିଥିଲା ଏସଟିଏଫ୍ । କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ ଥିବା ୫୦ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ନକଲି ଔଷଧ କାରବାର ମାମଲା ଜଣା […]

କଟକ: ନକଲି ମେଡିସିନ୍ କାରବାର ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ଜେନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏଶଟିଏଫ୍ । ମେଡିଲଏଡ ମେଡିକାମେଣ୍ଟ ସଂସ୍ଥାର ଏମଡି ଶିବ ଜେନା । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗତକାଲି ଶିବଙ୍କ ପତ୍ନୀ ସମେତ ୩ ଜଣଙ୍କୁ ଗିରଫ କରିଥିଲା ଏସଟିଏଫ୍ ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ ଥିବା ୫୦ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ନକଲି ଔଷଧ କାରବାର ମାମଲା ଜଣା ପଡ଼ିବା ପରଠୁ ଫେରାର୍ ଥିଲେ ଶିବ ଜେନା । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ ବି କରିଥିଲେ । ତାଙ୍କୁ ଧରିବା ପାଇଁ ଖୋଳତାଡ ଚଳାଇଥିଲା ଏସଟିଏଫ୍ । ଫାଭିପିରାଭିର ଷ୍ଟ୍ରିକୁ ୬୫ ଟଙ୍କାରେ କିଣି ୧୨ଶହ ୯୦ ଟଙ୍କାରେ ବିକ୍ରି କରିବାକୁ ସେମାନେ ଯୋଜନା କରିଥିଲେ । ଏହି ମାମଲାରେ ଏସଟିଏଫ୍ ରାଜ୍ୟ ଓ ବାହାରେ ବି ତଦନ୍ତ ଚଳାଇଛି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର