ସ୍ତ୍ରୀକୁ ୩୩ ଥର ଛୁରୀ ଭୂଷି ହତ୍ୟା କରିଥିଲା, ହତ୍ୟାକାରୀ ସ୍ବାମୀକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ

The Sakala Picture
Published On

ଭୁବନେଶ୍ବର: ପତ୍ନୀହନ୍ତାକୁ ଫାଶୀ ଦଣ୍ଡାଦେଶ। ଅଭିଯୁକ୍ତ ସଞ୍ଜିତ ଦାସକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ। ୨୦୨୨ ଜୁନ ୯ ରେ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କରିଥିଲା ସ୍ୱାମୀ । ୧୫ ଜଣ ସାକ୍ଷୀ, ସାଇଣ୍ଟିଫିକ ଏଭିଡ଼େନ୍ସ, ଫିଙ୍ଗର ପ୍ରିଣ୍ଟ ଓ ୧୮ ଟି ଡକ୍ୟୁମେଣ୍ଟ ଆଧାରରେ ଏହି ଦଣ୍ଡବିଧାନ ହୋଇଛନ୍ତି । ୩୩ ଥର ଛୁରୀ ଭୂଷି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଅଭିଯୁକ୍ତର ଝିଅ, ଅଭିଯୁକ୍ତର […]

ଭୁବନେଶ୍ବର: ପତ୍ନୀହନ୍ତାକୁ ଫାଶୀ ଦଣ୍ଡାଦେଶ। ଅଭିଯୁକ୍ତ ସଞ୍ଜିତ ଦାସକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ। ୨୦୨୨ ଜୁନ ୯ ରେ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କରିଥିଲା ସ୍ୱାମୀ । ୧୫ ଜଣ ସାକ୍ଷୀ, ସାଇଣ୍ଟିଫିକ ଏଭିଡ଼େନ୍ସ, ଫିଙ୍ଗର ପ୍ରିଣ୍ଟ ଓ ୧୮ ଟି ଡକ୍ୟୁମେଣ୍ଟ ଆଧାରରେ ଏହି ଦଣ୍ଡବିଧାନ ହୋଇଛନ୍ତି । ୩୩ ଥର ଛୁରୀ ଭୂଷି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଅଭିଯୁକ୍ତର ଝିଅ, ଅଭିଯୁକ୍ତର ମା’ ଓ ଭାଉଜ ଏହି ଲୋମହର୍ଷଣକାରୀ କାହାଣୀ ବଖାଣିବା ପରେ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର କୋର୍ଟ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

01 Aug 2024 By The Sakala

ସ୍ତ୍ରୀକୁ ୩୩ ଥର ଛୁରୀ ଭୂଷି ହତ୍ୟା କରିଥିଲା, ହତ୍ୟାକାରୀ ସ୍ବାମୀକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ

ଭୁବନେଶ୍ବର: ପତ୍ନୀହନ୍ତାକୁ ଫାଶୀ ଦଣ୍ଡାଦେଶ। ଅଭିଯୁକ୍ତ ସଞ୍ଜିତ ଦାସକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ। ୨୦୨୨ ଜୁନ ୯ ରେ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କରିଥିଲା ସ୍ୱାମୀ । ୧୫ ଜଣ ସାକ୍ଷୀ, ସାଇଣ୍ଟିଫିକ ଏଭିଡ଼େନ୍ସ, ଫିଙ୍ଗର ପ୍ରିଣ୍ଟ ଓ ୧୮ ଟି ଡକ୍ୟୁମେଣ୍ଟ ଆଧାରରେ ଏହି ଦଣ୍ଡବିଧାନ ହୋଇଛନ୍ତି । ୩୩ ଥର ଛୁରୀ ଭୂଷି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଅଭିଯୁକ୍ତର ଝିଅ, ଅଭିଯୁକ୍ତର ମା’ ଓ ଭାଉଜ ଏହି ଲୋମହର୍ଷଣକାରୀ କାହାଣୀ ବଖାଣିବା ପରେ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର କୋର୍ଟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର