ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆସନ୍ତା ୨୮ରୁ ବନ୍ଦ ହେବ ଭୁବନେଶ୍ୱରର ସମସ୍ତ କୋଭିଡ୍‌ କେୟାର ସେଣ୍ଟର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବନ୍ଦ ହେବାକୁ ଯାଉଛି କୋଭିଡ କେୟାର ସେଣ୍ଟର । କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ଭୁବନେଶ୍ୱରରେ ବନ୍ଦ ହେବ ସମସ୍ତ କୋଭିଡ କେୟାର ସେଣ୍ଟର । କରୋନା ସ୍ଥିତିରେ ସୁଦ୍ଧାର ଆସୁଥିବାରୁ ଏପରି ନିଷ୍ପତ୍ତି ନେଇଛି ବିଏମସି । ଆସନ୍ତା ଫେବ୍ରୁଆରୀ ୨୮ ତାରିଖରୁ ସମସ୍ତ କୋଭିଡ […]

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବନ୍ଦ ହେବାକୁ ଯାଉଛି କୋଭିଡ କେୟାର ସେଣ୍ଟର । କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ଭୁବନେଶ୍ୱରରେ ବନ୍ଦ ହେବ ସମସ୍ତ କୋଭିଡ କେୟାର ସେଣ୍ଟର । କରୋନା ସ୍ଥିତିରେ ସୁଦ୍ଧାର ଆସୁଥିବାରୁ ଏପରି ନିଷ୍ପତ୍ତି ନେଇଛି ବିଏମସି । ଆସନ୍ତା ଫେବ୍ରୁଆରୀ ୨୮ ତାରିଖରୁ ସମସ୍ତ କୋଭିଡ କେୟାର ସେଣ୍ଟର ବନ୍ଦ ହେବ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ କୋଭିଡ ହସ୍ପିଟାଲକୁ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ଉଭୟ ହସ୍ପିଟାଲକୁ କ୍ଲୋଜର ନୋଟିସ ଦେଇଛି ଭୁବନେଶ୍ୱର ମହାନଗର ନିଗମ । ଏହା ବ୍ୟତୀତ ସମ୍ ଓ ଆଦିତ୍ୟ ଅଶ୍ବିନୀ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟା କମାଯିବକୁ ନିଷ୍ପତ୍ତି ହୋଇଛି । ସମ୍ ହସ୍ପିଟାଲରେ ୭୦ ଓ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୩୦ ଲେଖାଏଁ ଶଯ୍ୟା ରହିବ । ଧୀରେ ଧୀରରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କୋଭିଡ୍‌ କେୟାର ସେଣ୍ଟର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବିଏମ୍‌ସି।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

25 Feb 2022 By The Sakala

ଆସନ୍ତା ୨୮ରୁ ବନ୍ଦ ହେବ ଭୁବନେଶ୍ୱରର ସମସ୍ତ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବନ୍ଦ ହେବାକୁ ଯାଉଛି କୋଭିଡ କେୟାର ସେଣ୍ଟର । କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ଭୁବନେଶ୍ୱରରେ ବନ୍ଦ ହେବ ସମସ୍ତ କୋଭିଡ କେୟାର ସେଣ୍ଟର । କରୋନା ସ୍ଥିତିରେ ସୁଦ୍ଧାର ଆସୁଥିବାରୁ ଏପରି ନିଷ୍ପତ୍ତି ନେଇଛି ବିଏମସି । ଆସନ୍ତା ଫେବ୍ରୁଆରୀ ୨୮ ତାରିଖରୁ ସମସ୍ତ କୋଭିଡ କେୟାର ସେଣ୍ଟର ବନ୍ଦ ହେବ ।

ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ କୋଭିଡ ହସ୍ପିଟାଲକୁ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ଉଭୟ ହସ୍ପିଟାଲକୁ କ୍ଲୋଜର ନୋଟିସ ଦେଇଛି ଭୁବନେଶ୍ୱର ମହାନଗର ନିଗମ । ଏହା ବ୍ୟତୀତ ସମ୍ ଓ ଆଦିତ୍ୟ ଅଶ୍ବିନୀ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟା କମାଯିବକୁ ନିଷ୍ପତ୍ତି ହୋଇଛି । ସମ୍ ହସ୍ପିଟାଲରେ ୭୦ ଓ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୩୦ ଲେଖାଏଁ ଶଯ୍ୟା ରହିବ । ଧୀରେ ଧୀରରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କୋଭିଡ୍‌ କେୟାର ସେଣ୍ଟର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବିଏମ୍‌ସି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର