ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ଯରେ ବଦଳିଲା କରୋନା ଟିକାକରଣ ସମୟ

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି।   ଏବେ ସକାଳ ୮ଟାରୁ ୧୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଯାଏଁ ଟିକାକରଣ ଜାରି ରହିବ। ଏ ନେଇ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳଙ୍କୁ ସୋମବାର ଚିଠି ଲେଖି ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ୍ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣା: ୩ ଜଣିଆ ତଦନ୍ତ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, ୭ ଦିନରେ ରିପୋର୍ଟ ତଲବ

ଆହୁରି ପଢ଼ନ୍ତୁ: ବ୍ରହ୍ମପୁରରେ ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାରେ ଖଣିମନ୍ତ୍ରୀଙ୍କ ପୁତୁରା ଗିରଫ

05 Apr 2021 By The Sakala

ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ଯରେ ବଦଳିଲା କରୋନା ଟିକାକରଣ ସମୟ

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି।   ଏବେ ସକାଳ ୮ଟାରୁ ୧୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଯାଏଁ ଟିକାକରଣ ଜାରି ରହିବ। ଏ ନେଇ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳଙ୍କୁ ସୋମବାର ଚିଠି ଲେଖି ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର