ମମିତା ହତ୍ୟାକାଣ୍ଡ ମାମଲା: ମହାଲିଙ୍ଗ ଷ୍ଟାଡିୟମରେ ନିଜ ଅପରାଧର ଡେମୋ ଦେଖାଇଲା ଗୋବିନ୍ଦ ସାହୁ

The Sakala Picture
Published On

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗିରଫ ଗୋବିନ୍ଦ ସାହୁ ଆଜି ଡେମୋ ଦେଖାଇଛି । ଷ୍ଟାଡିୟମରେ ନିଜେ କିପରି ଅପରାଧ କରିଥଲା ତା’ର ଡେମୋ ଦେଖାଇଛି ଗୋବିନ୍ଦ ସାହୁ । ପୋଲିସ ରିମାଣ୍ଡରେ ଥିବା ଗୋବିନ୍ଦକୁ ଆଜି ଭୋର୍‌ରେ ମହାଲିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା, ଯେଉଁଠି ସେ ମମିତାଙ୍କୁ ପୋଡି ପୋତି ଦଇଥିଲା । ସେଠାରେ ଉତ୍ତରାଂଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସପି ନୀତୀନ […]

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗିରଫ ଗୋବିନ୍ଦ ସାହୁ ଆଜି ଡେମୋ ଦେଖାଇଛି । ଷ୍ଟାଡିୟମରେ ନିଜେ କିପରି ଅପରାଧ କରିଥଲା ତା’ର ଡେମୋ ଦେଖାଇଛି ଗୋବିନ୍ଦ ସାହୁ । ପୋଲିସ ରିମାଣ୍ଡରେ ଥିବା ଗୋବିନ୍ଦକୁ ଆଜି ଭୋର୍‌ରେ ମହାଲିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା, ଯେଉଁଠି ସେ ମମିତାଙ୍କୁ ପୋଡି ପୋତି ଦଇଥିଲା । ସେଠାରେ ଉତ୍ତରାଂଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସପି ନୀତୀନ କୁଶଲକରଙ୍କ ଉପସ୍ଥିତିରେ ଗୋବିନ୍ଦ ପ୍ରାୟ ୧୫ ମିନିଟ ଧରି ଡେମୋ ଦେଖାଇଥିଲା । ଗତକାଲି ମହାଲିଙ୍ଗ ଷ୍ଟାଡିୟମରେ ଦୀର୍ଘ ସମୟ ଧରି ଖାନତଲାସୀ କରାଯାଇଥିଲା । ମମିତାଙ୍କୁ ଯେଉଁଠି ପୋତି ଦିଆଯାଇଥିଲା, ସେହି ସ୍ଥାନକୁ ଖୋଳାଖୋଳି କରାଯାଇଥିଲା । ପରେ ପୋଲିସ ସନସାଇନ ସ୍କୁଲର ଗାର୍ଲସ ହଷ୍ଟେଲ ଯାଇ ଯାଂଚ୍ କରିଥିଲେ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

22 Oct 2021 By The Sakala

ମମିତା ହତ୍ୟାକାଣ୍ଡ ମାମଲା: ମହାଲିଙ୍ଗ ଷ୍ଟାଡିୟମରେ ନିଜ ଅପରାଧର ଡେମୋ ଦେଖାଇଲା ଗୋବିନ୍ଦ ସାହୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗିରଫ ଗୋବିନ୍ଦ ସାହୁ ଆଜି ଡେମୋ ଦେଖାଇଛି । ଷ୍ଟାଡିୟମରେ ନିଜେ କିପରି ଅପରାଧ କରିଥଲା ତା’ର ଡେମୋ ଦେଖାଇଛି ଗୋବିନ୍ଦ ସାହୁ । ପୋଲିସ ରିମାଣ୍ଡରେ ଥିବା ଗୋବିନ୍ଦକୁ ଆଜି ଭୋର୍‌ରେ ମହାଲିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା, ଯେଉଁଠି ସେ ମମିତାଙ୍କୁ ପୋଡି ପୋତି ଦଇଥିଲା । ସେଠାରେ ଉତ୍ତରାଂଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସପି ନୀତୀନ କୁଶଲକରଙ୍କ ଉପସ୍ଥିତିରେ ଗୋବିନ୍ଦ ପ୍ରାୟ ୧୫ ମିନିଟ ଧରି ଡେମୋ ଦେଖାଇଥିଲା । ଗତକାଲି ମହାଲିଙ୍ଗ ଷ୍ଟାଡିୟମରେ ଦୀର୍ଘ ସମୟ ଧରି ଖାନତଲାସୀ କରାଯାଇଥିଲା । ମମିତାଙ୍କୁ ଯେଉଁଠି ପୋତି ଦିଆଯାଇଥିଲା, ସେହି ସ୍ଥାନକୁ ଖୋଳାଖୋଳି କରାଯାଇଥିଲା । ପରେ ପୋଲିସ ସନସାଇନ ସ୍କୁଲର ଗାର୍ଲସ ହଷ୍ଟେଲ ଯାଇ ଯାଂଚ୍ କରିଥିଲେ ।

https://www.thesakala.in/latest-odisha-news/crime-scene-reconstructed-by-gobind-sahu-at-mahalinga-stadium/article-6273
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର