କରୋନାରେ ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

The Sakala Picture
Published On

ଭୁବନେଶ୍ୱର: କରୋନା ନେଲା ଆଉ ଜଣେ ଯୋଦ୍ଧାଙ୍କ ଜୀବନ । କୋଭିଡରେ ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା । ଭୁବନେଶ୍ବର ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କୋଭିଡରେ ଦେହାନ୍ତ ହୋଇଥିବା ଜଣାପଡିଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ ସିଆରପିଏଫ୍ ଗ୍ରୁପ୍ ସେଣ୍ଟର ଡିଆଇଜି। ସୂଚନା ମୁତାବକ ଡିଆଇଜି ସୁନୀଲ କୁମାର ପାର୍ଥ ୨୬ ଏପ୍ରିଲରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଦେହ ଅସୁସ୍ଥ ହେବାରୁ ରାଜଧାନୀର ଏକ […]

ଭୁବନେଶ୍ୱର: କରୋନା ନେଲା ଆଉ ଜଣେ ଯୋଦ୍ଧାଙ୍କ ଜୀବନ । କୋଭିଡରେ ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା । ଭୁବନେଶ୍ବର ସିଆରପିଏଫ୍ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କୋଭିଡରେ ଦେହାନ୍ତ ହୋଇଥିବା ଜଣାପଡିଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ ସିଆରପିଏଫ୍ ଗ୍ରୁପ୍ ସେଣ୍ଟର ଡିଆଇଜି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ସୂଚନା ମୁତାବକ ଡିଆଇଜି ସୁନୀଲ କୁମାର ପାର୍ଥ ୨୬ ଏପ୍ରିଲରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଦେହ ଅସୁସ୍ଥ ହେବାରୁ ରାଜଧାନୀର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

କରୋନା କାଳରେ ତାଙ୍କ କାର୍ଯ୍ୟଶୈଳୀକୁ ବେଶ ପ୍ରସଂସା କରାଯାଇଛି । ପ୍ରଥମ ୱେଭ୍ କରୋନା ସଂକ୍ରମଣ ବେଳେ ସିଆରପିଏଫ୍ କ୍ୟାମ୍ପସରେ ଜଣଙ୍କର ବି ମୃତ୍ୟୁ ହୋଇନଥିଲା । ସୁନୀଲଙ୍କ ନିଧନ ଅପୂରଣୟୀ କ୍ଷତି ସୃଷ୍ଟି କରିଛି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର