ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାର ପାଇଁ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଲାଗୁ

The Sakala Picture
Published On

କଟକ: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଜାରି । ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ। ୨୫ଅକ୍ଟୋବର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ଯନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଶ୍ୟାଳୀ ଓ ଶ୍ରଦ୍ଧାଳୁ […]

କଟକ: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଜାରି । ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ। ୨୫ଅକ୍ଟୋବର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ଯନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଶ୍ୟାଳୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ଧାରା ୧୪୪ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର: ରାଜ୍ୟର ସମସ୍ତ ଶିବ ମନ୍ଦିରରେ ଭକ୍ତଙ୍କ ଭିଡ଼, ଚାରିଆଡ଼େ ‘ହର ହର ମହାଦେବ’ ଧ୍ୱନି

22 Oct 2021 By The Sakala

ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାର ପାଇଁ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଲାଗୁ

କଟକ: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଜାରି । ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ। ୨୫ଅକ୍ଟୋବର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ଯନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଶ୍ୟାଳୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ଧାରା ୧୪୪ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର