ଓଭରବ୍ରିଜ୍ ଉପରେ ଜଳିଗଲା ଚଳନ୍ତା କାର୍

The Sakala Picture
Published On

କଟକ: କଟକରୁ ଭୁବନେଶ୍ୱର ଯାଉଥିବା ସମୟରେ ଚଳନ୍ତା କାରରେ ଲାଗିଲା ନିଆଁ । ଜଳିଗଲା ଚଳନ୍ତା କାର୍‌। ସଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ କାରରେ ନିଆଁ ଲାଗିଥିବାବେଳେ ଏଥିରେ କେହି ଆହତ ହୋଇନାହାନ୍ତି । କଟକ ଲିଙ୍କ ରୋଡ଼ ଓଭର ବ୍ରିଜ ଉପରେ ଘଟିଛି ଏହି ଦୁର୍ଘଟଣା । ରାସ୍ତା ଉପରେ ଚଳନ୍ତା କାରରେ ନିଆଁ ଲାଗିଯିବା ପରେ ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ […]

କଟକ: କଟକରୁ ଭୁବନେଶ୍ୱର ଯାଉଥିବା ସମୟରେ ଚଳନ୍ତା କାରରେ ଲାଗିଲା ନିଆଁ । ଜଳିଗଲା ଚଳନ୍ତା କାର୍‌। ସଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ କାରରେ ନିଆଁ ଲାଗିଥିବାବେଳେ ଏଥିରେ କେହି ଆହତ ହୋଇନାହାନ୍ତି । କଟକ ଲିଙ୍କ ରୋଡ଼ ଓଭର ବ୍ରିଜ ଉପରେ ଘଟିଛି ଏହି ଦୁର୍ଘଟଣା । ରାସ୍ତା ଉପରେ ଚଳନ୍ତା କାରରେ ନିଆଁ ଲାଗିଯିବା ପରେ ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ଦେଖିବାକୁ ମିଳିଛି। ରାସ୍ତା ଉପରେ ଏହି ଘଟଣା ଘଟିଥିବାରୁ ରାସ୍ତା ଉପରେ ଶହ ଶହ ଗାଡ଼ି ଅଟକି ରହିଥିଲା।

19 Jan 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର