କଟକ ଛତ୍ରବଜାର ବ୍ରିଜ ଭୁଶୁଡିବା ଘଟଣା: ୨ମୃତ, ଜଣେ ଗୁରୁତର

The Sakala Picture
Published On

କଟକ: କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି।  ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା । ସୂଚନା ଅନୁଯାୟୀ, ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ସାଇଡ୍ ୱାଲ୍ ଭୁଶୁଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ […]

କଟକ: କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି।  ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା ।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

ସୂଚନା ଅନୁଯାୟୀ, ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ସାଇଡ୍ ୱାଲ୍ ଭୁଶୁଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଆରମ୍ଭ କରିଥିଲେ। ପରେ ଘଟଣା ସ୍ଥଳରେ କଟକ ଜିଲ୍ଲାପାଳ ପହଞ୍ଚିଥିଲେ। ଘଟଣାର ତଦନ୍ତ କରାଯିବ। ଯେଉଁମାନେ ଦାୟୀ, ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜିଲ୍ଲାପାଳ କହିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

09 Mar 2022 By The Sakala

କଟକ ଛତ୍ରବଜାର ବ୍ରିଜ ଭୁଶୁଡିବା ଘଟଣା: ୨ମୃତ, ଜଣେ ଗୁରୁତର

କଟକ: କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି।  ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା ।

ସୂଚନା ଅନୁଯାୟୀ, ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ସାଇଡ୍ ୱାଲ୍ ଭୁଶୁଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଆରମ୍ଭ କରିଥିଲେ। ପରେ ଘଟଣା ସ୍ଥଳରେ କଟକ ଜିଲ୍ଲାପାଳ ପହଞ୍ଚିଥିଲେ। ଘଟଣାର ତଦନ୍ତ କରାଯିବ। ଯେଉଁମାନେ ଦାୟୀ, ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜିଲ୍ଲାପାଳ କହିଥିଲେ।

https://www.thesakala.in/latest-odisha-news/cuttack/cuttack-chhatrabazar-bridge-collapses-2-dead-one-seriously-injured/article-9841
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର