କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି (Station Officer), ଚାରିଗୋଟି (Leading Fireman), […]

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି (Station Officer), ଚାରିଗୋଟି (Leading Fireman), ତିନି ଗୋଟି ହାବିଲଦାର, ତିନି ଗୋଟି (Fireman Driver) ଏବଂ ୩୦ଟି (Fireman) ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।

ଆହୁରି ପଢ଼ନ୍ତୁ: ଭ୍ରମାତ୍ମକ ମନ୍ତବ୍ୟ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ ଭର୍ତ୍ତୃହରି: ବିଜେଡି

06 Jul 2023 By The Sakala

କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି (Station Officer), ଚାରିଗୋଟି (Leading Fireman), ତିନି ଗୋଟି ହାବିଲଦାର, ତିନି ଗୋଟି (Fireman Driver) ଏବଂ ୩୦ଟି (Fireman) ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର