କଟକ ଛତ୍ରବଜାର ବ୍ରିଜ ଭୁଶୁଡିବା ଘଟଣା: ୨ମୃତ, ଜଣେ ଗୁରୁତର

The Sakala Picture
Published On

କଟକ: କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି।  ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା । ସୂଚନା ଅନୁଯାୟୀ, ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ସାଇଡ୍ ୱାଲ୍ ଭୁଶୁଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ […]

କଟକ: କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି।  ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସୂଚନା ଅନୁଯାୟୀ, ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ସାଇଡ୍ ୱାଲ୍ ଭୁଶୁଡ଼ିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଆରମ୍ଭ କରିଥିଲେ। ପରେ ଘଟଣା ସ୍ଥଳରେ କଟକ ଜିଲ୍ଲାପାଳ ପହଞ୍ଚିଥିଲେ। ଘଟଣାର ତଦନ୍ତ କରାଯିବ। ଯେଉଁମାନେ ଦାୟୀ, ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜିଲ୍ଲାପାଳ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର