କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ

The Sakala Picture
Published On

ଭୁବନେଶ୍ବର : କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ବହିଷ୍କୃତ ହୋଇଛନ୍ତି। ମାନସଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ପିସିସି ସଭାପତି ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।

07 Jun 2024 By The Sakala

କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ

ଭୁବନେଶ୍ବର : କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ବହିଷ୍କୃତ ହୋଇଛନ୍ତି। ମାନସଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ପିସିସି ସଭାପତି ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର