କଟକ ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ: ପୋଲିସ କମିଶନର

The Sakala Picture
Published On

ଭୁବନେଶ୍ବର: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। କିନ୍ତୁ ଏଥର କଟକର ପ୍ରସିଦ୍ଧ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବ ନାହିଁ। ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ପୁଲିସ କମିସନର ଏନେଇ ସୂଚନା ଦେଇଛନ୍ତି। ଭସାଣିରେ ପାରଂପରିକ ବାଦ୍ୟ ବଜାଇବାକୁ ଅନୁମତି ମିଳିଥିବା ବେଳେ ଡିଜେକୁ ସମ୍ପୂର୍ଣ୍ଣ ରୂପେ […]

ଭୁବନେଶ୍ବର: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। କିନ୍ତୁ ଏଥର କଟକର ପ୍ରସିଦ୍ଧ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବ ନାହିଁ। ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ପୁଲିସ କମିସନର ଏନେଇ ସୂଚନା ଦେଇଛନ୍ତି। ଭସାଣିରେ ପାରଂପରିକ ବାଦ୍ୟ ବଜାଇବାକୁ ଅନୁମତି ମିଳିଥିବା ବେଳେ ଡିଜେକୁ ସମ୍ପୂର୍ଣ୍ଣ ରୂପେ ନିଷିଦ୍ଧ କରାଯାଇଛି। ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି। ପୂଜା ପାଇଁ ଜବରଦସ୍ତ ଚାନ୍ଦା ମାଗିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ପୁଲିସ କମିସନରଙ୍କ ସୂଚନା ମୁତାବକ ଅକ୍ଟୋବର ୧୪ରେ ଭସାଣି ଶୋଭାଯାତ୍ରା ହେବ। ଶୋଭାଯାତ୍ରାରେ ୬ଟି ବକ୍ସ ହିଁ ବଜାଇପାରିବେ। ଡିଜେ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଯାଇଛି। ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି।

01 Sep 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର