ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ୨ ପୁଲିସ କର୍ମଚାରୀ ମୃତ…
କଟକ: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା। ଦୁର୍ଘଟଣାରେ ଦୁଇ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିବା ନେଇ ସୂଚନା ମିଳିଛି। ଗୁରୁତର ପୁଲିସ କର୍ମଚାରୀଙ୍କୁ SCBରେ ଭର୍ତ୍ତି କରାଯାଇଛି। ପିସିଆର ଗାଡିଟି CRRI ଥାନାରେ ନିୟୋଜିତ ଥିଲା। ଟ୍ରକ୍ ଡ୍ରାଇଭରକୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ […]
କଟକ: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା। ଦୁର୍ଘଟଣାରେ ଦୁଇ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିବା ନେଇ ସୂଚନା ମିଳିଛି। ଗୁରୁତର ପୁଲିସ କର୍ମଚାରୀଙ୍କୁ SCBରେ ଭର୍ତ୍ତି କରାଯାଇଛି। ପିସିଆର ଗାଡିଟି CRRI ଥାନାରେ ନିୟୋଜିତ ଥିଲା। ଟ୍ରକ୍ ଡ୍ରାଇଭରକୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ କରିଛି।