ଗୁରୁ ନାଁରେ କଳଙ୍କ: ପରୀକ୍ଷା ନାଁରେ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

The Sakala Picture
Published On

କଟକ: ଗୁରୁ ନାଁରେ କଳଙ୍କ, କଟକରେ ଲଜ୍ଜା। ପରୀକ୍ଷା ନାଁରେ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ମଧୁପାଟଣା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ପରେ ଗଣିତ ଶିକ୍ଷକଙ୍କୁ  ପୁଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ସଂପୃକ୍ତ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଭିଏସଟି ପରୀକ୍ଷା ବାହାନାରେ ହୋଟେଲକୁ ଡାକିଥିଲେ । ସେଠାରେ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିଥିଲେ ଗଣିତ ଶିକ୍ଷିକ […]

କଟକ: ଗୁରୁ ନାଁରେ କଳଙ୍କ, କଟକରେ ଲଜ୍ଜା। ପରୀକ୍ଷା ନାଁରେ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ମଧୁପାଟଣା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ପରେ ଗଣିତ ଶିକ୍ଷକଙ୍କୁ  ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ନିର୍ବାଚନ ପ୍ରେମରେ ଓଡ଼ିଆ ଅସ୍ମିତାକୁ ରାସ୍ତାକୁ ଫିଙ୍ଗି ଦେଲେ ରାଜ୍ୟ ସରକାର

ସୂଚନା ଅନୁଯାୟୀ, ସଂପୃକ୍ତ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଭିଏସଟି ପରୀକ୍ଷା ବାହାନାରେ ହୋଟେଲକୁ ଡାକିଥିଲେ । ସେଠାରେ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିଥିଲେ ଗଣିତ ଶିକ୍ଷିକ । ଏନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ମଧୁପାଟଣା ଥାନାରେ ଏତଲା ଦିଆଯାଇଥିଲା ।

ଆହୁରି ପଢ଼ନ୍ତୁ: ଅଖିଳ ଭାରତ ହିନ୍ଦୁ ମହାସଭାର ରାଜ୍ୟ ଉପ-ସଭାପତି ହେଲେ ମାଧୁରୀ ବୋଷ

12 Apr 2021 By The Sakala

ଗୁରୁ ନାଁରେ କଳଙ୍କ: ପରୀକ୍ଷା ନାଁରେ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

କଟକ: ଗୁରୁ ନାଁରେ କଳଙ୍କ, କଟକରେ ଲଜ୍ଜା। ପରୀକ୍ଷା ନାଁରେ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ମଧୁପାଟଣା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ପରେ ଗଣିତ ଶିକ୍ଷକଙ୍କୁ  ପୁଲିସ ଗିରଫ କରିଛି।

ସୂଚନା ଅନୁଯାୟୀ, ସଂପୃକ୍ତ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଭିଏସଟି ପରୀକ୍ଷା ବାହାନାରେ ହୋଟେଲକୁ ଡାକିଥିଲେ । ସେଠାରେ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିଥିଲେ ଗଣିତ ଶିକ୍ଷିକ । ଏନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ମଧୁପାଟଣା ଥାନାରେ ଏତଲା ଦିଆଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର