କଟକରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରା ମାଡ଼କଲେ ଦୁର୍ବୃତ୍ତ

The Sakala Picture
Published On

କଟକ: କଟକରେ ଚାଞ୍ଚଲ୍ୟ। ଦୋଳମୁଣ୍ଡାଇ ଅଞ୍ଚଳରେ ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼ ହୋଇଛି। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ ବୋଲି ଜଣାପଡ଼ିଛି। ତାଙ୍କ ଘର ତେଲେଙ୍ଗା ବଜାର ଅଞ୍ଚଳରେ। ଦୁର୍ବୃତ୍ତ ଜଣକ ମୁଁହରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ ବୋଲି ମହିଳାଙ୍କ ଭାଇ କହିଛନ୍ତି। ଛୁରା ମାଡ଼ କରିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଛି। ମହିଳା ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି […]

କଟକ: କଟକରେ ଚାଞ୍ଚଲ୍ୟ। ଦୋଳମୁଣ୍ଡାଇ ଅଞ୍ଚଳରେ ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼ ହୋଇଛି। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ ବୋଲି ଜଣାପଡ଼ିଛି। ତାଙ୍କ ଘର ତେଲେଙ୍ଗା ବଜାର ଅଞ୍ଚଳରେ। ଦୁର୍ବୃତ୍ତ ଜଣକ ମୁଁହରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ ବୋଲି ମହିଳାଙ୍କ ଭାଇ କହିଛନ୍ତି। ଛୁରା ମାଡ଼ କରିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଛି। ମହିଳା ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁରିଘାଟ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

ସୂଚନା ଅନୁଯାୟୀ, ଉକ୍ତ ମହିଳା ଜଣଙ୍କ ଏକ ପାର୍ଲରରେ ସାତ ବର୍ଷ ହେବ କାମ କରୁଥିଲେ ।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

10 Sep 2023 By The Sakala

କଟକରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରା ମାଡ଼କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ। ଦୋଳମୁଣ୍ଡାଇ ଅଞ୍ଚଳରେ ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼ ହୋଇଛି। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ ବୋଲି ଜଣାପଡ଼ିଛି। ତାଙ୍କ ଘର ତେଲେଙ୍ଗା ବଜାର ଅଞ୍ଚଳରେ। ଦୁର୍ବୃତ୍ତ ଜଣକ ମୁଁହରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ ଥିଲେ ବୋଲି ମହିଳାଙ୍କ ଭାଇ କହିଛନ୍ତି। ଛୁରା ମାଡ଼ କରିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଛି। ମହିଳା ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁରିଘାଟ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ଉକ୍ତ ମହିଳା ଜଣଙ୍କ ଏକ ପାର୍ଲରରେ ସାତ ବର୍ଷ ହେବ କାମ କରୁଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର