କ୍ରିକେଟ ଖେଳରୁ ତୁମୂଳକାଣ୍ଡ: ଭୁଲ ନିଷ୍ପତ୍ତିକୁ ନେଇ ଅମ୍ପାୟାରଙ୍କୁ ହତ୍ୟା ଅଭିଯୋଗ

The Sakala Picture
Published On

ଚୌଦ୍ୱାର: କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାଲଣ୍ଡା ପଞ୍ଚାୟତରେ କ୍ରିକେଟ ଖେଳକୁ ନେଇ ଘଟିଛି ତୁମୂଳକାଣ୍ଡ। ଖେଳ ଚାଲୁଥିବା ସମୟରେ ଅମ୍ପାୟାର ଭୁଲ ନିଷ୍ପତ୍ତି ଦେଇଥିବାକୁ ନେଇ ହତ୍ୟା କାଣ୍ଡ ଘଟିଛି।  ବ୍ୟାଟ ଓ ଛୁରୀ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ କରିଥିବା ଯୁବକଙ୍କୁ ଧରି ଅଟକ ରଖିଛନ୍ତି ଗ୍ରାମବାସୀ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଅନୁଯାୟୀ, ରବିବାର ଦିନ ମହିଷାଲଣ୍ଡା ପଞ୍ଚାୟତରେ ଗାଁର କିଛି ଯୁବକମାନେ କ୍ରିକେଟ୍‌ […]

ଚୌଦ୍ୱାର: କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାଲଣ୍ଡା ପଞ୍ଚାୟତରେ କ୍ରିକେଟ ଖେଳକୁ ନେଇ ଘଟିଛି ତୁମୂଳକାଣ୍ଡ। ଖେଳ ଚାଲୁଥିବା ସମୟରେ ଅମ୍ପାୟାର ଭୁଲ ନିଷ୍ପତ୍ତି ଦେଇଥିବାକୁ ନେଇ ହତ୍ୟା କାଣ୍ଡ ଘଟିଛି।  ବ୍ୟାଟ ଓ ଛୁରୀ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ କରିଥିବା ଯୁବକଙ୍କୁ ଧରି ଅଟକ ରଖିଛନ୍ତି ଗ୍ରାମବାସୀ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଖବର ଅନୁଯାୟୀ, ରବିବାର ଦିନ ମହିଷାଲଣ୍ଡା ପଞ୍ଚାୟତରେ ଗାଁର କିଛି ଯୁବକମାନେ କ୍ରିକେଟ୍‌ ଖେଳ ଚାଲିଥିଲା ।  ଭୁଲ ନିଷ୍ପତ୍ତି ଅଭିଯୋଗରେ ଉତ୍‌କ୍ଷିପ୍ତ ଦୁଇ ଯୁବକ ଅମ୍ପାୟାରଙ୍କ ଉପରେ ଆକ୍ରମଣ କରିଥିଲେ । ବ୍ୟାଟ ଓ ଛୁରୀ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ଲକି ରାଉତଙ୍କ ଛାତି ଓ ପେଟରେ ଗଭୀର ଆଘାତ ଲାଗିଥିଲା । ଯାହାଫଳରେ ଲକି ରାଉତ ଗୁରୁତର ହୋଇପଡିଥିଲା । ତୁରନ୍ତ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଲକି ରାଉତଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

02 Apr 2023 By The Sakala

କ୍ରିକେଟ ଖେଳରୁ ତୁମୂଳକାଣ୍ଡ: ଭୁଲ ନିଷ୍ପତ୍ତିକୁ ନେଇ ଅମ୍ପାୟାରଙ୍କୁ ହତ୍ୟା ଅଭିଯୋଗ

ଚୌଦ୍ୱାର: କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାଲଣ୍ଡା ପଞ୍ଚାୟତରେ କ୍ରିକେଟ ଖେଳକୁ ନେଇ ଘଟିଛି ତୁମୂଳକାଣ୍ଡ। ଖେଳ ଚାଲୁଥିବା ସମୟରେ ଅମ୍ପାୟାର ଭୁଲ ନିଷ୍ପତ୍ତି ଦେଇଥିବାକୁ ନେଇ ହତ୍ୟା କାଣ୍ଡ ଘଟିଛି।  ବ୍ୟାଟ ଓ ଛୁରୀ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ କରିଥିବା ଯୁବକଙ୍କୁ ଧରି ଅଟକ ରଖିଛନ୍ତି ଗ୍ରାମବାସୀ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଖବର ଅନୁଯାୟୀ, ରବିବାର ଦିନ ମହିଷାଲଣ୍ଡା ପଞ୍ଚାୟତରେ ଗାଁର କିଛି ଯୁବକମାନେ କ୍ରିକେଟ୍‌ ଖେଳ ଚାଲିଥିଲା ।  ଭୁଲ ନିଷ୍ପତ୍ତି ଅଭିଯୋଗରେ ଉତ୍‌କ୍ଷିପ୍ତ ଦୁଇ ଯୁବକ ଅମ୍ପାୟାରଙ୍କ ଉପରେ ଆକ୍ରମଣ କରିଥିଲେ । ବ୍ୟାଟ ଓ ଛୁରୀ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ଲକି ରାଉତଙ୍କ ଛାତି ଓ ପେଟରେ ଗଭୀର ଆଘାତ ଲାଗିଥିଲା । ଯାହାଫଳରେ ଲକି ରାଉତ ଗୁରୁତର ହୋଇପଡିଥିଲା । ତୁରନ୍ତ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଲକି ରାଉତଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଛନ୍ତି ।

https://www.thesakala.in/latest-odisha-news/cuttack/umpire-dies-after-being-stabbed-and-attacked-with-bat/article-20381
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର