ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିଜୁ ବାବୁଙ୍କ ୧୦୫ ତମ ଜୟନ୍ତୀରେ ଅନୁଷ୍ଠିତ ହେବ ବିଶାଳ ସାଇକେଲ୍ ଶୋଭାଯାତ୍ରା ଓ ରକ୍ତଦାନ ଶିବିର

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଶାଳ ସାଇକେଲ୍ ଶୋଭାଯାତ୍ରା କରାଯିବ। ଏହା ସହିତ ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ ପର୍ଯ୍ଯନ୍ତ ରକ୍ତଦାନ ଶିବିର ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି । ମାର୍ଚ୍ଚ ୫ରୁ ଏପ୍ରିଲ ୧୭ ପର୍ଯ୍ଯନ୍ତ ବିଜୁ ଯୁବ ଓ ଛାତ୍ର ଜନତା ଦଳ ଏବଂ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏହି କାର୍ଯ୍ଯକ୍ରମ […]

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଶାଳ ସାଇକେଲ୍ ଶୋଭାଯାତ୍ରା କରାଯିବ। ଏହା ସହିତ ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ ପର୍ଯ୍ଯନ୍ତ ରକ୍ତଦାନ ଶିବିର ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି । ମାର୍ଚ୍ଚ ୫ରୁ ଏପ୍ରିଲ ୧୭ ପର୍ଯ୍ଯନ୍ତ ବିଜୁ ଯୁବ ଓ ଛାତ୍ର ଜନତା ଦଳ ଏବଂ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏହି କାର୍ଯ୍ଯକ୍ରମ ଆୟୋଜନ ହେବ । ବିଜୁବାବୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ବର ବିମାନବନ୍ଦର ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପର୍ଯ୍ଯନ୍ତ ସାଇକେଲ୍ ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍ ହେବେ । ଶୋଭାଯାତ୍ରାରେ ହଜାରହଜାର ଯୁବକ ଓ ଛାତ୍ର ଯୋଗଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶଓ୍ବାର ପର୍ଯ୍ଯନ୍ତ ୪ ହଜାର ୫୦୦ ମାଇଲ ସାଇକେଲ୍ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

27 Feb 2021 By The Sakala

ବିଜୁ ବାବୁଙ୍କ ୧୦୫ ତମ ଜୟନ୍ତୀରେ ଅନୁଷ୍ଠିତ ହେବ ବିଶାଳ ସାଇକେଲ୍ ଶୋଭାଯାତ୍ରା ଓ ରକ୍ତଦାନ ଶିବିର

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଶାଳ ସାଇକେଲ୍ ଶୋଭାଯାତ୍ରା କରାଯିବ। ଏହା ସହିତ ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ ପର୍ଯ୍ଯନ୍ତ ରକ୍ତଦାନ ଶିବିର ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି । ମାର୍ଚ୍ଚ ୫ରୁ ଏପ୍ରିଲ ୧୭ ପର୍ଯ୍ଯନ୍ତ ବିଜୁ ଯୁବ ଓ ଛାତ୍ର ଜନତା ଦଳ ଏବଂ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏହି କାର୍ଯ୍ଯକ୍ରମ ଆୟୋଜନ ହେବ । ବିଜୁବାବୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ବର ବିମାନବନ୍ଦର ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପର୍ଯ୍ଯନ୍ତ ସାଇକେଲ୍ ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍ ହେବେ । ଶୋଭାଯାତ୍ରାରେ ହଜାରହଜାର ଯୁବକ ଓ ଛାତ୍ର ଯୋଗଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶଓ୍ବାର ପର୍ଯ୍ଯନ୍ତ ୪ ହଜାର ୫୦୦ ମାଇଲ ସାଇକେଲ୍ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର