ମାଡ଼ି ଆସୁଛି ବାତ୍ୟା ‘ଦାନା’: ଉତ୍ତର ଓଡ଼ିଶାରେ ପ୍ରଭାବ ବେଶୀ ରହିବ: ଆଇଏମଡି ଡିଜି

The Sakala Picture
Published On

ଭୁବନେଶ୍ବର: ପାଖେଇ ଆସୁଛି ବାତ୍ୟା ଦାନା । ବାତ୍ୟା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ ସୂଚନା ଦେଇଛନ୍ତି। ଅବପାତ ଆଜି ଗଭୀର ଅବପାତରେ ପରିଣତ ହେବ।  ୨୪ ଓ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ।  ପୁରୀରୁ ସାଗରଦ୍ବୀପ ମଧ୍ୟରେ ଏହାର ପ୍ରଭାବ ରହି॥  ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ୧୦୦ରୁ ୧୨୦ କିମି ରହିବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ରହିବ। ଏହାର ପ୍ରଭାବରେ କିଛି […]

ଭୁବନେଶ୍ବର: ପାଖେଇ ଆସୁଛି ବାତ୍ୟା ଦାନା । ବାତ୍ୟା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ ସୂଚନା ଦେଇଛନ୍ତି। ଅବପାତ ଆଜି ଗଭୀର ଅବପାତରେ ପରିଣତ ହେବ।  ୨୪ ଓ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ।  ପୁରୀରୁ ସାଗରଦ୍ବୀପ ମଧ୍ୟରେ ଏହାର ପ୍ରଭାବ ରହି॥  ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ୧୦୦ରୁ ୧୨୦ କିମି ରହିବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ରହିବ। ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷିବ ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଅବପାତରେ ପରିଣତ ହୋଇଛି। ପଶ୍ଚିମ- ଉତ୍ତର ପଶ୍ଚିମକୁ ଗତି କରିବାବେଳେ ଘଣ୍ଟାପ୍ରତି ୬ କିଲୋମିଟର ରହିଥଇଲା। ବର୍ତ୍ତମାନ ଏହା ପୂର୍ବ ବଙ୍ଗୋପ ସାଗରରେ ରହିଛି। ପାରାଦୀପରୁ ଦକ୍ଷିଣ ପୂର୍ବକୁ ୭୦୦ କିଲୋମିଟର ଦୂରରେ ରହିଛି। ସାଗର ଦ୍ବୀପପୁଞ୍ଜରୁ ୭୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବକୁ ରହିଛି। ୨୩ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ରହିବ ବାତ୍ଯା। ୨୪ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେହ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

22 Oct 2024 By The Sakala

ମାଡ଼ି ଆସୁଛି ବାତ୍ୟା ‘ଦାନା’: ଉତ୍ତର ଓଡ଼ିଶାରେ ପ୍ରଭାବ ବେଶୀ ରହିବ: ଆଇଏମଡି ଡିଜି

ଭୁବନେଶ୍ବର: ପାଖେଇ ଆସୁଛି ବାତ୍ୟା ଦାନା । ବାତ୍ୟା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ ସୂଚନା ଦେଇଛନ୍ତି। ଅବପାତ ଆଜି ଗଭୀର ଅବପାତରେ ପରିଣତ ହେବ।  ୨୪ ଓ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ।  ପୁରୀରୁ ସାଗରଦ୍ବୀପ ମଧ୍ୟରେ ଏହାର ପ୍ରଭାବ ରହି॥  ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ୧୦୦ରୁ ୧୨୦ କିମି ରହିବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ରହିବ। ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷିବ ।

ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଅବପାତରେ ପରିଣତ ହୋଇଛି। ପଶ୍ଚିମ- ଉତ୍ତର ପଶ୍ଚିମକୁ ଗତି କରିବାବେଳେ ଘଣ୍ଟାପ୍ରତି ୬ କିଲୋମିଟର ରହିଥଇଲା। ବର୍ତ୍ତମାନ ଏହା ପୂର୍ବ ବଙ୍ଗୋପ ସାଗରରେ ରହିଛି। ପାରାଦୀପରୁ ଦକ୍ଷିଣ ପୂର୍ବକୁ ୭୦୦ କିଲୋମିଟର ଦୂରରେ ରହିଛି। ସାଗର ଦ୍ବୀପପୁଞ୍ଜରୁ ୭୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବକୁ ରହିଛି। ୨୩ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ରହିବ ବାତ୍ଯା। ୨୪ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେହ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର