ଅତି ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’, ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ କରିବ ଲ୍ୟାଣ୍ଡଫଲ

The Sakala Picture
Published On

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଲା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ମୋକା’ । ଘଣ୍ଟା ପ୍ରତି ୯ କି.ମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି ‘ମୋକା’ । ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆଶଙ୍କା କରାଯାଉଛି । ବାତ୍ୟା ‘ମୋକା’ ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ରହିବ । କେତେକାଂଶରେ ଏହା ୧୭୫ କିଲୋମିଟର ବେଗରେ ପହଞ୍ଚିବା […]

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଲା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ମୋକା’ । ଘଣ୍ଟା ପ୍ରତି ୯ କି.ମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି ‘ମୋକା’ । ୧୪ ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆଶଙ୍କା କରାଯାଉଛି ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ବାତ୍ୟା ‘ମୋକା’ ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ରହିବ । କେତେକାଂଶରେ ଏହା ୧୭୫ କିଲୋମିଟର ବେଗରେ ପହଞ୍ଚିବା ଆଶଙ୍କା ରହିଛି । ମୋକା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘୁଆ ରହିବ । ଆଜି ଓ ଆସନ୍ତା କାଲି ସାମାନ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ । ୧୫ରୁ ଅସହ୍ୟ ଗରମ ହେବ ବୋଲି କହିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର