ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ବାତ୍ୟା ‘ମୋକା’

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟ ଗଭୀର ଅବପାତ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର୍‌ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ସାମୁଦ୍ରିକ ବାତ୍ୟା ‘ମୋକା’ ପାଲଟିବା ପରେ ଭୋର୍‌ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପୋର୍ଟବ୍ଲେୟାର ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦କିଲୋମିଟର ଦୂରରେ ରହିଛି। କ୍ରମଶଂ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆଜି […]

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟ ଗଭୀର ଅବପାତ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର୍‌ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ସାମୁଦ୍ରିକ ବାତ୍ୟା ‘ମୋକା’ ପାଲଟିବା ପରେ ଭୋର୍‌ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପୋର୍ଟବ୍ଲେୟାର ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦କିଲୋମିଟର ଦୂରରେ ରହିଛି। କ୍ରମଶଂ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆଜି ବିଳମ୍ବିତ ରାତି ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ। ୧୨ ତାରିଖକୁ ଅତି ପ୍ରବଳ ବାତ୍ୟାରେ ପରିଣତ ହେବ। ଏହାପରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରି ୧୪ ତାରିଖ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ଉପକୂଳ ଛୁଇଁବ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦୀପପୂଞ୍ଜ ଓ ବାଂଲାଦେଶ ଓ ମିଆଁମାର ଉପରେ ରହିବ ବିଶେଷ ପ୍ରଭାବ। ମିଜୋରାମ, ତ୍ରୀପୂରା ଏବଂ ମଣିପୁର ଉପରେ ମଧ୍ୟ ପ୍ରଭାବ ରହିବ। ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନମର ବେଗ ୫୦-୬୦ କିଲୋମିଟର ରହିବ। ଏବେ ବାଂଲାଦେଶଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୧୨୧୦ କିଲୋମିଟର ଦୂରରେ ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

11 May 2023 By The Sakala

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ବାତ୍ୟା ‘ମୋକା’

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟ ଗଭୀର ଅବପାତ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର୍‌ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ସାମୁଦ୍ରିକ ବାତ୍ୟା ‘ମୋକା’ ପାଲଟିବା ପରେ ଭୋର୍‌ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପୋର୍ଟବ୍ଲେୟାର ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦କିଲୋମିଟର ଦୂରରେ ରହିଛି। କ୍ରମଶଂ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆଜି ବିଳମ୍ବିତ ରାତି ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ। ୧୨ ତାରିଖକୁ ଅତି ପ୍ରବଳ ବାତ୍ୟାରେ ପରିଣତ ହେବ। ଏହାପରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରି ୧୪ ତାରିଖ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ଉପକୂଳ ଛୁଇଁବ।

ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦୀପପୂଞ୍ଜ ଓ ବାଂଲାଦେଶ ଓ ମିଆଁମାର ଉପରେ ରହିବ ବିଶେଷ ପ୍ରଭାବ। ମିଜୋରାମ, ତ୍ରୀପୂରା ଏବଂ ମଣିପୁର ଉପରେ ମଧ୍ୟ ପ୍ରଭାବ ରହିବ। ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନମର ବେଗ ୫୦-୬୦ କିଲୋମିଟର ରହିବ। ଏବେ ବାଂଲାଦେଶଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୧୨୧୦ କିଲୋମିଟର ଦୂରରେ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର