ଆସୁଛି ବାତ୍ୟା ‘ମୋନ୍ଥା’; ଭୟ କରନ୍ତୁ ନାହିଁ, ସତର୍କ ରହିବାକୁ ନବୀନଙ୍କ ପରାମର୍ଶ...

Deviprasad Mohanty Picture
Published On

ବାତ୍ୟା ‘ମୋନ୍ଥା’କୁ ଭୟ କରନ୍ତୁ ନାହିଁ, ସତର୍କ ରୁହନ୍ତୁ : ନବୀନ

ଭୁବନେଶ୍ବର : ବାତ୍ୟା ‘ମୋନ୍ଥା’କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି। ସେ କହିଛନ୍ତି ଯେ, ଆପଣ ଜାଣନ୍ତି  ବାତ୍ୟା ମୋନ୍ଥା ଆସୁଛ । ଆଗରୁ ଆମେ ଅନେକ ବାତ୍ୟାର ସଫଳ ମୁକାବିଲା କରିଛେ। ତେଣୁ ଭୟ କରନ୍ତୁ ନାହିଁ। ସତର୍କ ରୁହନ୍ତୁ। ପ୍ରଶାସନକୁ ପୂରା ସହଯୋଗ କରନ୍ତୁ ବୋଲି ଓଡ଼ିଶାବାସୀଙ୍କୁ ଅପିଲ କରିଛନ୍ତି। ବାତ୍ୟା ମୋନ୍ଥା ଆସୁଥିବାରୁ ନବୀନ ରାଜ୍ୟବାସୀଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ଆମର ବିଜେଡି କର୍ମୀ ଭାଇ ଭଉଣୀମାନଙ୍କୁ ମୋର ଅନୁରୋଧ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ । ଲୋକଙ୍କୁ  ସହାୟତା ଯୋଗାଇ ଦିଅନ୍ତୁ । ଆମେ ସବୁବେଳେ ସମସ୍ତେ ଏକାଠି ମିଶି ବିଭିନ୍ନ ବିପର୍ଯ୍ୟୟର ମୁକାବିଲା କରି ଆସୁଛେ। ଏଥର ମଧ୍ୟ ଏକାଠି ହୋଇ ବାତ୍ୟାର ମୁକାବିଲା କରିବା ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

28 Oct 2025 By Deviprasad Mohanty

ଆସୁଛି ବାତ୍ୟା ‘ମୋନ୍ଥା’; ଭୟ କରନ୍ତୁ ନାହିଁ, ସତର୍କ ରହିବାକୁ ନବୀନଙ୍କ ପରାମର୍ଶ...

ଭୁବନେଶ୍ବର : ବାତ୍ୟା ‘ମୋନ୍ଥା’କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି। ସେ କହିଛନ୍ତି ଯେ, ଆପଣ ଜାଣନ୍ତି  ବାତ୍ୟା ମୋନ୍ଥା ଆସୁଛ । ଆଗରୁ ଆମେ ଅନେକ ବାତ୍ୟାର ସଫଳ ମୁକାବିଲା କରିଛେ। ତେଣୁ ଭୟ କରନ୍ତୁ ନାହିଁ। ସତର୍କ ରୁହନ୍ତୁ। ପ୍ରଶାସନକୁ ପୂରା ସହଯୋଗ କରନ୍ତୁ ବୋଲି ଓଡ଼ିଶାବାସୀଙ୍କୁ ଅପିଲ କରିଛନ୍ତି। ବାତ୍ୟା ମୋନ୍ଥା ଆସୁଥିବାରୁ ନବୀନ ରାଜ୍ୟବାସୀଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ।

ଆମର ବିଜେଡି କର୍ମୀ ଭାଇ ଭଉଣୀମାନଙ୍କୁ ମୋର ଅନୁରୋଧ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ । ଲୋକଙ୍କୁ  ସହାୟତା ଯୋଗାଇ ଦିଅନ୍ତୁ । ଆମେ ସବୁବେଳେ ସମସ୍ତେ ଏକାଠି ମିଶି ବିଭିନ୍ନ ବିପର୍ଯ୍ୟୟର ମୁକାବିଲା କରି ଆସୁଛେ। ଏଥର ମଧ୍ୟ ଏକାଠି ହୋଇ ବାତ୍ୟାର ମୁକାବିଲା କରିବା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର