ବାତ୍ୟା ୟଶ ମୁକାବିଲା: ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ବର: ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର। ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି । ଦାୟିତ୍ୱ ପ୍ରଦାନ କରଯାଇଥିବା ୫ ଆଇପିଏସ ଅଧିକାରୀ ହେଲେ ବାଲେଶ୍ୱର ପାଇଁ ଦିପ୍ତେଶ କୁମାର ପଟ୍ଟନାୟକ, ଭଦ୍ରକ ପାଇଁ ଅମିତେନ୍ଦ୍ର କୁମାର ସିଂ, ମୟୁରଭଞ୍ଜ ପାଇଁ ଅନିରୁଦ୍ଧ କୁମାର ସିଂ, ଜଗତସିଂହପୁର ପାଇଁ ଅମିତାଭ ଠାକୁର ଓ କେନ୍ଦ୍ରାପଡା ପାଇଁ ଜୟନାରାୟଣ ପଙ୍କଜଙ୍କୁ […]

ଭୁବନେଶ୍ବର: ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର। ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି । ଦାୟିତ୍ୱ ପ୍ରଦାନ କରଯାଇଥିବା ୫ ଆଇପିଏସ ଅଧିକାରୀ ହେଲେ ବାଲେଶ୍ୱର ପାଇଁ ଦିପ୍ତେଶ କୁମାର ପଟ୍ଟନାୟକ, ଭଦ୍ରକ ପାଇଁ ଅମିତେନ୍ଦ୍ର କୁମାର ସିଂ, ମୟୁରଭଞ୍ଜ ପାଇଁ ଅନିରୁଦ୍ଧ କୁମାର ସିଂ, ଜଗତସିଂହପୁର ପାଇଁ ଅମିତାଭ ଠାକୁର ଓ କେନ୍ଦ୍ରାପଡା ପାଇଁ ଜୟନାରାୟଣ ପଙ୍କଜଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

About The Author: The Sakala