ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ ଓ ସମୀକ୍ଷା କରୁଛନ୍ତି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

The Sakala Picture
Published On

ଭୁବନେଶ୍ବର: ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ବାତ୍ୟା ୟସ ପରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଧାମରା ଠାରେ କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ସମୀକ୍ଷା କରିଛନ୍ତି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ। ଏହି କ୍ଷୟକ୍ଷତିର ଆକଳନ ସମୟରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ଡ଼. ବ୍ୟମକେଶ ରାୟ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ ଓ ଅନ୍ୟାନ୍ୟ ଜନ […]

ଭୁବନେଶ୍ବର: ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି। ବାତ୍ୟା ୟସ ପରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଧାମରା ଠାରେ କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ସମୀକ୍ଷା କରିଛନ୍ତି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ। ଏହି କ୍ଷୟକ୍ଷତିର ଆକଳନ ସମୟରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ଡ଼. ବ୍ୟମକେଶ ରାୟ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ ଓ ଅନ୍ୟାନ୍ୟ ଜନ ପ୍ରତିନିଧି ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ସୂଚନା ଅନୁଯାୟୀ, ବାତ୍ୟାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର