ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ […]

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର