ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉପଲକ୍ଷେ ଆୟୋଜିତ ହେବ ମିନି ମାରାଥନ, ଆପଣ ବି ହୁଅନ୍ତୁ ସାମିଲ….

The Sakala Picture
Published On

ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ ରେ ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ଏଥିପାଇଁ ପ୍ରସ୍ତୁତି ଜୋର ଧରିଛି । ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ […]

ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ ରେ ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ଏଥିପାଇଁ ପ୍ରସ୍ତୁତି ଜୋର ଧରିଛି ।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର ସକାଳ ୬.୩୦ରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ ପଞ୍ଜିକରଣ କରିବାକୁ ୯୦୪୦୦୧୧୧୨୪, ୯୪୩୭୬୪୭୯୫୯, ୭୦୦୮୪୮୯୨୮୯, ୮୨୪୯୫୨୬୮୦୩ ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

29 Nov 2022 By The Sakala

ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉପଲକ୍ଷେ ଆୟୋଜିତ ହେବ ମିନି ମାରାଥନ, ଆପଣ ବି ହୁଅନ୍ତୁ ସାମିଲ….

ଭୁବନେଶ୍ୱର: ଦୈନିକ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଉତ୍ସବ ଡିସେମ୍ବର-୧ ରେ ଅନୁଷ୍ଠିତ ହେବ। ଏହି ଅବସରରେ ‘ସକାଳ’ ଓ ‘ନନ୍ଦିଘୋଷ ଟିଭି’ ପକ୍ଷରୁ ଏକ ମିନି ମାରାଥନର ଆୟୋଜନ କରାଯାଇଛି । ଏହି ମାରାଥନ ରାଜ୍ୟର ୯ଟି ସ୍ଥାନରେ ଏକା ସମୟରେ ଅନୁଷ୍ଠିତ ହେବ । ରାଜଧାନୀ ଭୁବନେଶ୍ୱର ସହ କଟକ, ପୁରୀ, ବାଲେଶ୍ୱର, ରାଉରକେଲା, ଅନୁଗୁଳ, ଜୟପୁର, ସମ୍ବଲପୁର ଓ ବ୍ରହ୍ମପୁରରେ ଏଥିପାଇଁ ପ୍ରସ୍ତୁତି ଜୋର ଧରିଛି ।

ପାଠକଙ୍କ ପ୍ରିୟ ବହୁଳ ପ୍ରସାରିତ ‘ସକାଳ’ର ସ୍ୱନକ୍ଷତ୍ର ଅବସରରେ ଜନସଚେତନତା ସୃଷ୍ଟି ପାଇଁ ଏ ମାରାଥନ ଦୌଡ଼ ଆୟୋଜନ କରାଯାଉଛି । ପାଦରେ ପାଦ ମିଶାଇ ଧାଇଁବ ସାରା ଓଡ଼ିଶା । ୧ ଡିସେମ୍ବର ସକାଳ ୬.୩୦ରେ ମିନି ମାରାଥନ ଆରମ୍ଭ ହେବ । ସକାଳ ୫.୩୦ରେ ଏଥିପାଇଁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ ପଞ୍ଜିକରଣ କରିବାକୁ ୯୦୪୦୦୧୧୧୨୪, ୯୪୩୭୬୪୭୯୫୯, ୭୦୦୮୪୮୯୨୮୯, ୮୨୪୯୫୨୬୮୦୩ ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର