ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା: ଜୁନ୍‍ ୨୭ରୁ ଜୁଲାଇ ୧୨ ମଧ୍ୟରେ ଆବେଦନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେରେ ନାମ ଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଅଗଷ୍ଟ ୧ରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବ। ପ୍ରବେଶିକା ପାଇଁ ଜୁନ୍‍ ୨୭ରୁ ଛାତ୍ରଛାତ୍ରୀ ଆବେଦନ କରିବାକୁ ଥିବାବେଳେ ଜୁଲାଇ ୧୨ରେ ଆବେଦନ ସରିବ। ସେପ୍ଟେମ୍ବର ୬ରୁ ପିଲାଙ୍କ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବାକୁଥିବାବେଳେ ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି। […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେରେ ନାମ ଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଅଗଷ୍ଟ ୧ରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବ। ପ୍ରବେଶିକା ପାଇଁ ଜୁନ୍‍ ୨୭ରୁ ଛାତ୍ରଛାତ୍ରୀ ଆବେଦନ କରିବାକୁ ଥିବାବେଳେ ଜୁଲାଇ ୧୨ରେ ଆବେଦନ ସରିବ। ସେପ୍ଟେମ୍ବର ୬ରୁ ପିଲାଙ୍କ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବାକୁଥିବାବେଳେ ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ନାମଲେଖା ପ୍ରକ୍ରିୟାରେ ମଧ୍ୟ ଅନେକ ପରିବର୍ତନ କରାଯାଇଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ବ୍ରହ୍ମପୁର: ୯ଦିନରେ ୩ ଏନକାଉଣ୍ଟର, ପୁଲିସ ଗୁଳିରେ ଅଭିଯୁକ୍ତ ଜଗା ସାହୁ ଆହତ

ଆହୁରି ପଢ଼ନ୍ତୁ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଅଗଷ୍ଟ ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ୨୫ରୁ ୩୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ନାମଲେଖା ପାଇଁ ଶିକ୍ଷାନୁଷ୍ଠାନ ଚୟନ(ଚଏସ ଫିଲିଂ) କରିବେ। ସେପ୍ଟେମ୍ବର ୫ ତାରିଖ ଅପରାହ୍ଣ ୫ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୬ରୁ ୭ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପିଲାଙ୍କ ନାମଲେଖା ଅନୁଷ୍ଠିତ ହେବ। ତେବେ ପ୍ରଥମ ପର୍ଯ୍ୟାୟ ନାମଲେଖା ସମ୍ପର୍କିତ ତଥ୍ୟ ୮ ତାରିଖ ସଂଧ୍ୟା ୭ଟାରେ ସାମ୍ସ ଇ-ସ୍ପେସ୍‍ରେ ଅପଲୋଡ ହେବାକୁ ଥିବାବେଳେ ୧୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୧୪ ଓ ୧୫ ରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବାକୁ ଥିବାବେଳେ ୧୬ ତାରିଖରେ ନାମଲେଖା ନେଇ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସରେ ଅପଲୋଡ ହେବ। ୨୦ ତାରିଖରେ ଖାଲିଥିବା ସିଟ ସମ୍ପର୍କରେ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୨୩ରେ ସ୍ପଟ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୪ ଓ ୨୬ ତାରିଖରେ ସ୍ପଟ ନାମଲେଖା ଅନୁଷ୍ଠିତ ହେବାକୁ ଥିବାବେଳେ ସେପ୍ଟେମ୍ବର ୩୦ ସୁଦ୍ଧା ସମସ୍ତ ନାମଲେଖା ପ୍ରକ୍ରିୟା ସାରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି।

ଆହୁରି ପଢ଼ନ୍ତୁ: ଇନ୍ଫୋଭ୍ୟାଲି ନିକଟ କାଜୁ ବଣ ଭିତରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: 'ମୁହଁରେ ଲାଗିଥିବା ବାଲି ଦେଲା ହତ୍ୟାର ସୁରାକ...'

21 Jun 2022 By The Sakala

ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା: ଜୁନ୍‍ ୨୭ରୁ ଜୁଲାଇ ୧୨ ମଧ୍ୟରେ ଆବେଦନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେରେ ନାମ ଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଅଗଷ୍ଟ ୧ରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବ। ପ୍ରବେଶିକା ପାଇଁ ଜୁନ୍‍ ୨୭ରୁ ଛାତ୍ରଛାତ୍ରୀ ଆବେଦନ କରିବାକୁ ଥିବାବେଳେ ଜୁଲାଇ ୧୨ରେ ଆବେଦନ ସରିବ। ସେପ୍ଟେମ୍ବର ୬ରୁ ପିଲାଙ୍କ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବାକୁଥିବାବେଳେ ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ନାମଲେଖା ପ୍ରକ୍ରିୟାରେ ମଧ୍ୟ ଅନେକ ପରିବର୍ତନ କରାଯାଇଛି।

ଅଗଷ୍ଟ ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ୨୫ରୁ ୩୦ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ନାମଲେଖା ପାଇଁ ଶିକ୍ଷାନୁଷ୍ଠାନ ଚୟନ(ଚଏସ ଫିଲିଂ) କରିବେ। ସେପ୍ଟେମ୍ବର ୫ ତାରିଖ ଅପରାହ୍ଣ ୫ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୬ରୁ ୭ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପିଲାଙ୍କ ନାମଲେଖା ଅନୁଷ୍ଠିତ ହେବ। ତେବେ ପ୍ରଥମ ପର୍ଯ୍ୟାୟ ନାମଲେଖା ସମ୍ପର୍କିତ ତଥ୍ୟ ୮ ତାରିଖ ସଂଧ୍ୟା ୭ଟାରେ ସାମ୍ସ ଇ-ସ୍ପେସ୍‍ରେ ଅପଲୋଡ ହେବାକୁ ଥିବାବେଳେ ୧୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୧୪ ଓ ୧୫ ରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବାକୁ ଥିବାବେଳେ ୧୬ ତାରିଖରେ ନାମଲେଖା ନେଇ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସରେ ଅପଲୋଡ ହେବ। ୨୦ ତାରିଖରେ ଖାଲିଥିବା ସିଟ ସମ୍ପର୍କରେ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୨୩ରେ ସ୍ପଟ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୪ ଓ ୨୬ ତାରିଖରେ ସ୍ପଟ ନାମଲେଖା ଅନୁଷ୍ଠିତ ହେବାକୁ ଥିବାବେଳେ ସେପ୍ଟେମ୍ବର ୩୦ ସୁଦ୍ଧା ସମସ୍ତ ନାମଲେଖା ପ୍ରକ୍ରିୟା ସାରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର