କେନାଲରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

The Sakala Picture
Published On

କଟକ: କଟକ ଫ୍ରେଣ୍ଡ କଲୋନୀ ସ୍ଥିତ ଏକ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ। ଆଜି ସକାଳୁ ସ୍ଥାନୀୟଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ମୃତକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

14 Sep 2021 By The Sakala

କେନାଲରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

କଟକ: କଟକ ଫ୍ରେଣ୍ଡ କଲୋନୀ ସ୍ଥିତ ଏକ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ। ଆଜି ସକାଳୁ ସ୍ଥାନୀୟଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ମୃତକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର